ଲସ୍କର ମୁଖିଆ ଆତଙ୍କବାଦୀ ଘର ବାହାରେ ବିସ୍ଫୋରଣ:୧୦ ଆହତ

0

କୁଖ୍ୟାତ ଆତଙ୍କବାଦୀ ତଥା ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦ ଘର ବାହାରେ ଏକ ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ପ୍ରାୟ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଲାହୋରର ଜୋହର ଟାଉନ ଅଞ୍ଚଳରେ ହାଫିଜର ଘର ପାଖରେ ଏହି ବିସ୍ଫୋରଣ ହୋଇଚି । ଏହି ବିସ୍ଫୋରଣ ଅତ୍ୟନ୍ତ ଭୟଙ୍କର ଥିଲା । ବିସ୍ଫୋରଣ କାରଣରୁ ନିକଟରେ ଥିବା ଘର ଓ କାର କାଚ ଭାଙ୍ଗିରୁଜି ଯାଇଛି । ବିସ୍ଫୋରଣରେ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.

15 − twelve =