ରାଜ୍ୟରେ କରୋନାରେ ଗଲା ଆଉ ୧୦ ଜୀବନ ରାଜ୍ୟ 0 Share ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଜନିତ ମୃତ୍ୟୁ ସଂଖ୍ୟା ୫୫୬ ରେ ପହଞ୍ଚି ଯାଇଛି। Continue Reading State 0 Share