ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ

0

ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.

four × two =