ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆହୁରି ପଢନ୍ତୁ
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼, ଗଜପତି ଜିଲ୍ଲାରୁ ଜଣେ ଲେଖା କରୋନା ଯୋଗୁ ପ୍ରାଣ ହରାଇଥିବା ଜଣାଯାଇଛି।