କରୋନା ନେଲା ଆଉ ୧୦ ମୁଣ୍ଡ

0

ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୭ ପହଞ୍ଚି ଯାଇଛି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.

18 − 14 =