ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ ରାଜ୍ୟ 0 Share ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଆଖି ବୁଜିଥିବା ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ, ନୟାଗଡ଼ରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। Continue Reading State 0 Share