ରାଜ୍ୟରେ କରୋନା ନେଲା ୧୨ ଜୀବନ

0

ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.