ରାଜ୍ୟରେ କରୋନା ନେଲା ୧୨ ଜୀବନ ରାଜ୍ୟ 0 Share ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Continue Reading State 0 Share