ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ

0

ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

Leave A Reply

Your email address will not be published.

thirteen − 5 =