୪ ଜିଲ୍ଲାରେ ୧୪ ଦିନିଆ ଲକଡାଉନ୍

0

କରୋନା ପାଇଁ ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍ । ଖୋର୍ଧା, କଟକ, ଗଞ୍ଜାମ, ଯାଜପୁର, ରାଉରକେଲା ମୁନିସିପାଲଟି କର୍ପୋପେସନ୍ ଆଦି ୪ ଜିଲ୍ଲାରେ ଶୁକ୍ରବାରଠାରୁ ଜୁଲାଇ ୩୧ ଯାଏଁ ଲକଡାଉନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ଜୁଲାଇ ମାସ ଅଧିକ ଗୁରୁତ୍ୱପୂର୍ଣ୍ଣ । ସରକାର କରୋନା ମୁକାବିଲା ପାଇଁ ପଦକ୍ଷେପ ନେଉଥିଲେ ମଧ୍ୟ ଏହାକୁ ଅଧିକ କଡାକଡି କରାଯିବ । କାରଣ କିଛି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହି ସବୁ ଜିଲ୍ଲାରେ ସକାଳ ୬ଟାରୁ ଦିନ ୧ଟା ଯାଏଁ ପରିବା, କ୍ଷୀର ଦୋକାନ ଆଦି ଖୋଲାରହିବ ।

Leave A Reply

Your email address will not be published.

19 − thirteen =