୧୮ ଜିଲ୍ଲାରୁ ଚିହ୍ନଟ ହେଲେ ୧୬୭ କରୋନା ଆକ୍ରାନ୍ତ

0

ରାଜ୍ୟର ୧୮ ଜିଲ୍ଲାରୁ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରେ ୧୫୦ ଜଣ ଥିବା ବେଳେ ୧୭ଟି ହେଉଛି ଲୋକାଲ କେସ୍‌। ଗଜପତି  ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ରେ ପହଞ୍ଚି ଯାଇଛି।  ସେମାନଙ୍କ ମଧ୍ୟରୁ  ୩୮୬୩ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୫୮୩  ଜଣ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.

twenty − 5 =