ରେକର୍ଡ ଭାଙ୍ଗିଲା କରୋନା ଆଜି ୩୦୪ ସଂକ୍ରମିତ ଚିହ୍ନଟ, ରାଜ୍ୟରେ ୫ ହଜାର ଟପିଲା

0

ରାଜ୍ୟରେ ଆଉ ୩୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

Leave A Reply

Your email address will not be published.