ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ

0

ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୧୯୩୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।

୨୫ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ନୂଆ ୭୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜର କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୫ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୭ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୧୦୭ ଜଣ ଅଛନ୍ତି।

Leave A Reply

Your email address will not be published.