ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ

0

ରାଜ୍ୟରେ ଆଉ ୮ ଜୀବନ ନେଲା କରୋନା। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ କରୋନାରେ ୮ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଅଛନ୍ତି। ଏହାବ୍ୟତୀତୀ କଟକରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, କନ୍ଧମାଳରୁ ଜଣେ ଓ ବାଲେଶ୍ୱର ଜିଲ୍ଲାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

fourteen − ten =