ରାଜ୍ୟରେ ଆଖି ବୁଜିଲେ ୯ କରୋନା ଆକ୍ରାନ୍ତ

0

ରାଜ୍ୟରେ ଆଖି ବୁଜିଲେ ଆଉ  ୯ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୨୮ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବାଲେଶ୍ୱର, ବଲାଙ୍ଗିର, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

2 × 3 =