ସମୀର ମହାନ୍ତି କରୋନାରେ ଆକ୍ରାନ୍ତ

0

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ଏନେଇ ସୂଚନା ଦେଇଛନ୍ତି। ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ଏ ସଂପର୍କରେ ଟ୍ୱିଟ୍ କରି ସମୀର ମହାନ୍ତି କହିଛନ୍ତି, କରୋନା ଲକ୍ଷଣ ଦେଖାଦେବାରୁ ପରୀକ୍ଷା କରାଇଥିଲି। ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ସୁସ୍ଥ ଅଛନ୍ତି। ଏହା ସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସେ ସଂଗରୋଧରେ ରହିବା ସହ ପରୀକ୍ଷା କରାଇ ନେବାକୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.