ନୂଆଁଖାଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

0

ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର କହିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଏହି ଟ୍ୱିଟ୍ କରିଥିବା ବେଳେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି।

Leave A Reply

Your email address will not be published.