ନୂଆଁଖାଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ରାଜ୍ୟ 0 Share ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର କହିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଏହି ଟ୍ୱିଟ୍ କରିଥିବା ବେଳେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। Continue Reading State 0 Share