ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

0

କରୋନା ଯୋଗୁ ରାଜ୍ୟରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି।

ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ର ହୋଇଥିବା ବେଳେ ଅନ୍ୟ ଜଣେ ଗଜପତି ଜିଲ୍ଲାର। ଉଭୟ ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ।

Leave A Reply

Your email address will not be published.