୨୪ ଘଣ୍ଟାରେ ଦେଶରେ ୫୬୦ ଜଣଙ୍କ ମୃତ୍ୟୁ

0

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୦ ଲକ୍ଷ ୬୪ ହଜାର ୯୦୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୪ ହଜାର ୦୨୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୨ ଲକ୍ଷ ୨୭ ହଜାର ୭୯୨କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

twenty − 6 =