ଆଉ ୬୭ ମୁଣ୍ଡ ନେଲା କରୋନା

0

ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪ ହଜାର ୯୯୨କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମରୁ ୮, ସୁନ୍ଦରଗଡ଼ରୁ ୭, ମୟୂରଭଞ୍ଜ ଓ ପୁରୀରୁ ୬ ଲେଖାଏଁ, ବରଗଡରୁ ୪, ନୟାଗଡରୁ . ଅନୁଗୁଳ ଓ ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର, କଳାହାଣ୍ଡି ଓ କନ୍ଧମାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

ten + ten =