ଆଜି ଆଉ ୬ ଜଣଙ୍କ ପ୍ରାଣ ନେଲା କରୋନା

0

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। କଟକରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରେ ମଧ୍ୟ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧିପାଇଛି।

Leave A Reply

Your email address will not be published.

four × 1 =