ରାଜ୍ୟରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ

0

ରାଜ୍ୟରେ ୩୬୩୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ଅନୁଗୁଳରୁ ୨୦୪ ଜଣ, ବାଲେଶ୍ୱରରୁ ୨୬୨ ଜଣ, ବରଗଡ଼ରୁ ୫୦ ଜଣ, ଭଦ୍ରକରୁ ୧୭୮ଜଣ, ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୮୪ ଜଣ, କଟକରୁ ୪୩୮ ଜଣ, ଦେବଗଡରୁ ୨୮ ଜଣ, ଢେଙ୍କାନାଳରୁ ୧୧୪ ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୯୨ ଜଣ, ଯାଜପୁରରୁ ୩୦୫ ଜଣ, ଝାରସୁଗୁଡାରୁ ୧୯ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୪୮ ଜଣ, କେନ୍ଦ୍ରାପଡାରୁ ୧୨୦ ଜଣ, କେନ୍ଦୁଝରରୁ ୬୮ ଜଣ, କୋରାପୁଟରୁ ୮୦ ଜଣ, ମାଲକାନଗିରିରୁ ୫୬ ଜଣ, ମୟୁରଭଞ୍ଜରୁ ୧୧୨ ଜଣ, ନବରଙ୍ଗପୁରରୁ ୧୦୮ ଜଣ, ନୟାଗଡ଼ରୁ ୧୦୬ ଜଣ, ନୂଆପଡ଼ାରୁ ୧୯ ଜଣ, ପୁରୀରୁ ୧୯୯ ଜଣ, ରାୟଗଡାରୁ ୭୯ ଜଣ, ସମ୍ୱଲପୁରରୁ ୩୭ ଜଣ, ସୋନପୁରରୁ ୫୦, ସୁନ୍ଦରଗଡରୁ ୮୩ ଓ ଷ୍ଟେଟ ପୁଲରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

sixteen + 11 =