ରାଜ୍ୟରେ କରୋନା ନେଲା ୪୪ ଜଣଙ୍କ ଜୀବନ

0

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

1 × 3 =