୫ରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

0

ଆସନ୍ତା ୫ ତାରିଖ ଅର୍ଥାତ ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ।  ଅପରାହ୍ନ ୪ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ସମ୍ପର୍କରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଲେ।ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଚଳିତ ବର୍ଷ ସବୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି।   ଅଗଷ୍ଟ ମାସରେ ଯୁକ୍ତ ୨ ବିଜ୍ଞାନ ଓ  ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି।

Leave A Reply

Your email address will not be published.