ଭୂକମ୍ପ ରେ ଥରିଲା ମଣିପୁର

0

ମଣିପୁର: ଭୂକମ୍ପରେ ଥରିଲା ମଣିପୁରର ଉକ୍ରାହୁଲ । ଶୁକ୍ରବାର ଭୋର ୫ଟା ୫୬ ମିନିଟ ସମୟରେ ଏହି ଭୂମିକମ୍ପ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରହିଥିଲା । ଏନେଇ ନ୍ୟାସନାଲ ସେସମୋଲୋଜିକାଲ ସେଣ୍ଟର ପକ୍ଷରୁ ସୂଚନା ଦିଆଯାଇଛି ।

ଯାହାର ଗଭୀରତା ୫୭ କିଲୋମିଟର ପର୍ଯ୍ୟନ୍ତ ରହିଥିଲା । ତେବେ, ଏହି ଭୂମିକମ୍ପରେ କୈଣସି କ୍ଷୟକ୍ଷତି ହୋଇ ନଥିବା ବେଳେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି ।

Leave A Reply

Your email address will not be published.

ten + 18 =