ଶଙ୍କରାଚାର୍ଯ୍ୟ ଓ ଗଜପତି ମହାରାଜଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ରଥଯାତ୍ରା ହେବା ନେଇ ସୁପ୍ରିମକୋର୍ଟର ସବୁଜ ସଙ୍କେତ ମିଳିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶଙ୍କରାଚାର୍ଯ୍ୟ ଓ ଗଜପତି ମହାରାଜଙ୍କ ସହ କଥା ହୋଇଛି । ସେ ଏ ନେଇ ଟ୍ୱିଟ ମଧ୍ୟ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ, ରଥଯାତ୍ରା ଉତ୍ସବ ପାଇଁ ମାନ୍ୟବର ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ମାଧ୍ୟମରେ ଅନୁମତି ପରିପ୍ରେକ୍ଷୀରେ ଗୋବର୍ଦ୍ଧନ ମଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ ଓ ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ସହ କଥା ହୋଥ ସେମାନଙ୍କୁ ଅଭିନନ୍ଦନ ଜଣାଇଲି । ଆମର ପବିତ୍ର ପରମ୍ପରାକୁ ବଜାୟ ରଖିବା ପାଇଁ ଆପଣଙ୍କ ପରି ଧାର୍ମିକ ନେତୃତ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

Leave A Reply

Your email address will not be published.