ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବା ନେଇ ଗାଇଡଲାଇନ ଜାରି

0

ରାଜ୍ୟ ସରକାର ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି। ସର୍ତ୍ତମୂଳକ ଭାବେ ହେଟେଲ ଓ ରେଷ୍ଟୁରାଣ୍ଟ ଖୋଲିବାକୁ ଅନୁମତି ମିଳିବ। ହୋଟେଲରେ ଥିବା ରେଷ୍ଟୁରାଣ୍ଟ କେବଳ ଇନ୍‌-ହାଉସ୍‌ ଅତିଥିଙ୍କ ଲାଗି ଖୋଲି ପାରିବ। ରେଷ୍ଟୁରାଣ୍ଟ ଏବଂ ହୋଟେଲ ଚାଲିପାରିବ। ସେହିପରି ଖାଦ୍ୟ ପାର୍ସଲ ଦେଇପାରିବେ। ରେଷ୍ଟୁରାଣ୍ଟରୁ ହୋମ୍‌ ଡେଲିଭରି କିମ୍ବା ଖାଦ୍ୟ ପାର୍ସଲ ନିଆଯାଇପାରିବ। ରାସ୍ତାକଡ଼ରେ ଥିବା ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ।

Leave A Reply

Your email address will not be published.

one × 3 =