ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

0

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନୂଆ ନିଯୁକ୍ତି ମିଳିଥିବା ବେଳେ ଅନୁ ଗର୍ଗ ହୋଇଛନ୍ତି ଜଳ ସଂପଦ ବିଭାଗ ସଚିବ। ଏହା ସହିତ ଅନୁ ଗର୍ଗଙ୍କୁ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତିର ଅତିରିକ୍ତ ଦାୟିତ୍ୱ ଦିଆଯାଉଛି।

ସେହିପରି MSME ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ସୁରେନ୍ଦ୍ର କୁମାର ହୋଇଛନ୍ତି ଖଣି ଓ ଇସ୍ପାତ ବିଭାଗ ସଚିବ। ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ କରାଯାଇଛି।

Leave A Reply

Your email address will not be published.

3 × 3 =