ନିମିଷକେ ଜଳିଗଲା ୯ ବଖରା

0

କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ବାରୁଣାଡିହା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏଥିସହ ୨ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।” alt=”” aria-hidden=”true” />ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଶୋଇ ପଡ଼ିଥିବା ବେଳେ ହଠାତ ଅଗ୍ନିକାଣ୍ଡ ଘଟିଥିଲା। କେହି କିଛି ବୁଝିବା ପୂର୍ବରୁ ନିମିଷକ ମଧ୍ୟରେ ନିଆଁ ଚାରି ଆଡ଼େ ବ୍ୟାପି ଯାଇଥିଲା। ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ୧୫ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ୮ଟି ପରିବାର ଏକ ପ୍ରକାର ବାସହରା ହୋଇପଡିଛି।” alt=”” aria-hidden=”true” />ଅନ୍ୟପଟେ ରାଜକନିକା ଅତିରିକ୍ତ ତହସିଲଦାର ଘଟଣାସ୍ଥଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଖୁବଶୀଘ୍ର ବିପନ୍ନମାନଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.

4 × two =