ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ : ଜଣେ ଯବାନ ଶହୀଦ

0

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି । ଏହାସହ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଛି । ସୂଚନା ଅନୁଯାୟୀ, ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀମାନେ ତଲାସି ଅଭିଯାନ ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀ ପ୍ରଥମେ ଗୁଳିଚାଳନା କରିଥିଲେ । ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ । ବତ୍ତର୍ମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି ।

Leave A Reply

Your email address will not be published.

18 − 7 =