ବିନା ମାସ୍କରେ ନାଗିନ୍‌ ଡ୍ୟାନ୍ସ କରିଥିବା ତହସିଲଦାର ନିଲମ୍ବିତ

0

କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ କରିବା ତହସିଲଦାରଙ୍କୁ ମହଙ୍ଗା ପଡିଛି । ବିନା ମାସ୍କରେ ବାହାଘର ଡ୍ୟାନ୍ସ କରୁଥିବା ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ ବେହେରା ନିଲମ୍ବିତ ହୋଇଛନ୍ତି । ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ମେ ୨୧ ତାରିଖରେ ଜଗତସିଂହପୁରରେ ଭାଇ ବାହାଘର ଶୋଭାଯାତ୍ରାରେ ବିନା ମାସ୍କରେ ସେ ଡ୍ୟାନ୍ସ କରୁଥିଲେ ।

Leave A Reply

Your email address will not be published.

fourteen − 11 =