ବନ୍ଦ୍ ପାଳନ ବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ନିର୍ଦ୍ଦେଶ

0

ଭୁବନେଶ୍ୱର: ଆଜି ବାମ ଦଳ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି । ପେଟ୍ରୋଲ, ଡିଜେଲ ସହ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ନେଇ ସକାଳ ୬ ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି ।

ତେବେ ଏହି ବନ୍ଦ ପାଳନ ବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି ।

ଆଜି (ଗୁରୁବାର) ଏନେଇ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ, ବଜାର, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ, କୋର୍ଟ, ପେଟ୍ରୋଲ ପମ୍ପ, ବ୍ୟାଙ୍କ ଆଦି ବନ୍ଦ ରହିବ। ଯାନବାହନ ସହ ରେଳ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି । ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ।

Leave A Reply

Your email address will not be published.

20 + twelve =