ସ୍ୱର୍ଣ୍ଣ ଜିତିଲେ ୬ କୋଟି

0

ଭୁବନେଶ୍ୱର: ଆସନ୍ତା ଟୋକିଓ ଅଲମ୍ପିକ୍ସରେ ଯୋଗ ଦେବାକୁ ଥିବା ଓଡ଼ିଆ କ୍ରୀଡାବିତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କୁ ଉତ୍ସାହିତ କରିବ ସହ ଶୁଭେଚ୍ଛା ଜଣାଇଛନ୍ତି । ଘୋଷଣା କରିଛନ୍ତି ମେଡାଲ ବିଜେତାଙ୍କ ପାଇଁ ପୁରସ୍କାର ରାଶି। ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରତି ଖେଳାଳିଙ୍କୁ ମିଳିବ ୬ କୋଟି ଟଙ୍କା ଲେଖାଏ ପୁରସ୍କାର ରାଶି।

ରୌପ୍ୟ ବିଜେତାଙ୍କ ୪ କୋଟି ଓ ବ୍ରୋଞ୍ଜ ବିଜେତାଙ୍କୁ ଅଢ଼େଇ କୋଟି ଟଙ୍କା ଲେଖାଏ ପୁରସ୍କାର ଦେବେ ସରକାର। ଏହାସହ ଅଲମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ୍ସ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି।

Leave A Reply

Your email address will not be published.

twelve − 10 =