ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେଇ ୫ ଗିରଫ

0

ଆଗ୍ରା : ଉତ୍ତରପ୍ରଦେଶର ଆଗ୍ରା ସହରରେ ଆୟୋଜିତ ଏକ ବିକ୍ଷୋଭ ପ୍ରଦର୍ଶନରେ ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେଇଥିବା ଅଭିଯୋଗରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିଙ୍କ ମଧ୍ୟରୁ ୪ଜଣ ହିନ୍ଦୁ ଓ ଜଣେ ମୁସଲମାନ ଅଛନ୍ତି ବୋଲି ଜଣାପଡିଛି । ଭାଇରାଲ ଭିଡିଓ ଫୁଟେଜକୁ ଆଧାର କରି ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିବା ପ୍ରକାଶ ।

Leave A Reply

Your email address will not be published.

3 × 1 =