ପିପିଲି ଉପନିର୍ବାଚନ ପ୍ରଚାର କରିବେ ଧର୍ମେନ୍ଦ୍ର

0

ଭୁବନେଶ୍ୱର : ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକଙ୍କ ସପକ୍ଷରେ ପ୍ରଚାର ପାଇଁ ଶନିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶନିବାର ସକାଳେ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପଣ୍ଡିତ ଦୀନଦୟାଲ ଉପଧ୍ୟାୟଙ୍କ ୧୦୬ତମ ଜୟନ୍ତୀ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଯୋଗ ଦେବା ପରେ ପିପିଲି ଅଭିମୁଖେ ଗସ୍ତ କରିବେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସକାଳ ୧୦.୩୦ରେ ପିପିଲି-ଡେଲାଙ୍ଗ ନିର୍ବାଚନମଣ୍ଡଳୀର ମଧୁପୁର (ପୁବାଶାସନ)ରୁ ପ୍ରଚାର ଆରମ୍ଭ କରି ପିପିଲି ଓ ଡେଲାଙ୍ଗ ବ୍ଲକର ବିଭିନ୍ନ ସ୍ଥାନ ଗସ୍ତ କରିବେ ।

Leave A Reply

Your email address will not be published.

five × 2 =