ଟିକା କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଦିଲ୍ଲୀ ସିଜିଏଚଏସ ଡିସପେନସାରୀ ହସ୍ପିଟାଲର ଟିକା କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱାସ୍ଥ୍ୟକର୍ମୀ ଓ ଟିକା ନେଇଥିବା ବ୍ୟକ୍ତିଙ୍କ ସହ ଆଲୋଚନ କଲେ । ଟିକା ନେବାକୁ ଲୋକଙ୍କ ମଧ୍ୟରେ ଉତ୍ସାହ ଓ ଟିକାକରଣକୁ ଜନଆନ୍ଦୋଳନରେ ପରିଣତ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି ।

Leave A Reply

Your email address will not be published.

1 × 2 =