Browsing Tag

Bhubaneswar

ଭୁବନେଶ୍ୱରରୁ ୧୦୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର ସହରରୁ ଆଉ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୯ କ୍ୱାରେଣ୍ଟାଇନ୍‌ରୁ ଓ ୪୬ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଗୁରୁବାର ୧୨୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ନୟାପଲ୍ଲୀ ନୂଆସାହିରୁ ୯ ଆକ୍ରାନ୍ତ…
Read More...

ଭୁବନେଶ୍ବରରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବ୍ୟୁରୋ) ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ହୋମ୍‌ କ୍ବାରେଣ୍ଟାଇନ୍‌ରେ ଥିଲେ। ଜଣଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ରହିଛି। ଅନ୍ୟ…
Read More...

ସାଂସଦ ଅପରାଜିତାଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର (ବ୍ୟୁରୋ) ସମାଜସେବୀ ଯୋଗେଶ ଚନ୍ଦ୍ର ଜେନା ଓ ମଲ୍ଲିକ୍ ସମିମ ଅଖତର ଙ୍କ ଦ୍ଵାରା ଭୁବନେଶ୍ଵର କ୍ୟାପିଟାଲ ଥାନାରେ ଆଜି ସାଂସଦ ଅପରାଜିତା ଷଢଙ୍ଗୀଙ୍କ ନାଁରେ ଏତଲା ଦାଏର ହୋଇଛି । ସାଂସଦ ଅପରାଜିତା ତିନି ତିନି ଥର ସରକାରଙ୍କ କ୍ବାରେଣ୍ଟାଇନ୍ ନିୟମ ଅବମାନନା କରିବା ଅଭିଯୋଗ ହୋଇଛି…
Read More...

ବାଲିଅନ୍ତା ତହସିଲଦାରଙ୍କୁ ଗିରଫ କଲା ଭିଜିଲାନ୍ସ !

ଭୁବନେଶ୍ୱର (ବ୍ୟୁରୋ) ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲଦାର । ରାଜଧାନୀ ଉପକଣ୍ଠ ବାଲିଅନ୍ତାର ତହସିଲଦାର ରଶ୍ମିରେଖା ପ୍ରଧାନଙ୍କ ସହିତ ଡାଟା ଏନଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଡାଟା ଏନଟ୍ରି ଅପରେଟର ଧନେଶ୍ୱର ମାଧ୍ୟମରେ ତହସିଲଦାର ରଶ୍ମିରେଖା ୧ଲକ୍ଷ ୨୦…
Read More...