Browsing Tag

cm naveen pattnik

ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ଆମକୁ ବ୍ୟାପକ ସତର୍କତା ଗ୍ରହଣ କରିବାକୁ ହେବ : ମୁଖ୍ୟମନ୍ତ୍ରୀ

କରୋନା ଭାଇରସ ମୁକାବିଲା ପାଇଁ ଆଗାମୀ କିଛିି ସପ୍ତାହ ବେଶ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ଆମକୁ ବ୍ୟାପକ ସତର୍କତା ଗ୍ରହଣ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଆହ୍ବାନ କରିଛନ୍ତି । ସେ କହିଛନ୍ତି ଯେ ଆଗକୁ  ମୌସୁମୀ ଆସିବାକୁ ଥିବାରୁ…
Read More...

ଜୁନ୍ ମାସ ଆମପାଇଁ ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଜୁନ୍ ମାସ ଆମପାଇଁ ବେଶ ଗୁରୁତ୍ବପୂର୍ଣ୍ଣ। ମୌସୁମି ଆସୁଥିବାରୁ ଥଣ୍ଡା, ଜ୍ବର, କାଶ ଓ ସର୍ଦ୍ଦି ବଢିବ ତେଣୁ ସମସ୍ତେ ଘରେ ରହିବା ଦରକାର, ଜରୁରୀ କାମ ନ ଥିଲେ ବାହାରକୁ ବାହାରନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି। ସେ…
Read More...