Browsing Tag

Corona

ପୁଣି ୩୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଗତ ୨୪ ଘଣ୍ଟାର କରୋନା ରିପୋର୍ଟ ହସ୍ତଗତ ହୋଇଛି। ରାଜ୍ୟରେ ପୁଣି ୩୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୨ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ସମୁଦାୟ କରୋନା ଆକ୍ରାନ୍ତଙ୍କ…
Read More...

ଆଜି ୧୬୯୯ ପଜିଟିଭ: ୪୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଆଜି ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।…
Read More...

ଭୁବନେଶ୍ୱରରୁ ୧୦୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର ସହରରୁ ଆଉ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୯ କ୍ୱାରେଣ୍ଟାଇନ୍‌ରୁ ଓ ୪୬ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଗୁରୁବାର ୧୨୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ନୟାପଲ୍ଲୀ ନୂଆସାହିରୁ ୯ ଆକ୍ରାନ୍ତ…
Read More...

ସାଲିଆସାହିରେ କରୋନା ଆତଙ୍କ: କ୍ବାରେଣ୍ଟାଇନ୍‌ରେ ଭର୍ତ୍ତି ହେଲେ ୪୪ ଜଣ

ଭୁବେଶ୍ବରସ୍ଥିତ ସାଲିଆସାହିରେ ଓ୍ବାର୍ଡ ନମ୍ବର ୧୬ ନମ୍ବରରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ପରେ ଏବେ ସେହି ବସ୍ତିରେ ଲୋକେ ଭୟଭୀତ ହୋଇଯାଇଛନ୍ତି। ବର୍ତ୍ତମାନ ୪୪ ଜଣ ପ୍ରବାସୀ  ଓଡ଼ିଆଙ୍କୁ କ୍ବାରେଣ୍ଟାଇନ୍‌କୁ ପଠାଯାଇଛି। ସୂଚନାଯୋଗ୍ୟ, ରବିବାର ଭୁବନେଶ୍ୱରରେ ୨ କରୋନା ଆକ୍ରାନ୍ତ…
Read More...

ଆଜି ରାଜ୍ୟରେ ନୂଆ ରେକର୍ଡ : ୧୭୩ ପଜିଟିଭ ଚିହ୍ନଟ

ଆଜି ଗୋଟିଏ ଦିନରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ…
Read More...

ଦେଶରେ ୧ ଲକ୍ଷ ୪୫ ହଜାର ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

(ପିଓ ବ୍ୟୁରୋ) :ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ଅତିକ୍ରମ କରିଛି। ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ଅପଡେଟ୍ ଅନୁଯାୟୀ, ବର୍ତ୍ତମାନ ଦେଶରେ ସମୁଦାୟ ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ୩୮୦ ରହିଛି, ଯେଉଁଥିରୁ ୪ ହଜାର ୧୬୭ ଜଣ ଲୋକ ପ୍ରାଣ…
Read More...

ସୁନ୍ଦରଗଡ଼ ଜିଲ୍ଲାରେ ୪ ପଜିଟିଭ

(ପିଓ ବ୍ୟୁରୋ) :ସୁନ୍ଦରଗଡ଼ ଜିଲ୍ଲାରେ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନେ ବିଶ୍ରା ବ୍ଲକ  ଓ ଲାଠିକଟା ବ୍ଲକର ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ୩ ପୁରୁଷ ଅଛନ୍ତି।  ସେମାନଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର ଫେରନ୍ତା ହୋଇଥିବା ବେଳେ ୨ ଜଣ…
Read More...

ଚିହ୍ନଟ ହେଲେ ୮ ପଜିଟିଭ

(ପିଓ ବ୍ୟୁରୋ) : ରାଜ୍ୟରେ ନୂଆ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ବଲାଙ୍ଗିର ଜିଲ୍ଲାରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଜିଲ୍ଲାରେ ଜଣେ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାକୁ ପ୍ରଥମ ଥର ପାଇଁ କରୋନା ଛୁଇଁଥିବା ବେଳେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୭କୁ…
Read More...