Browsing Tag

Political

କଂଗ୍ରେସ ଅମଳରେ ବିହାରର ତିଳେ ମାତ୍ର ବିକାଶ ହୋଇନାହିଁ : ଧର୍ମେନ୍ଦ୍ର

କଂଗ୍ରେସର ଶାସନ କାଳରେ ବିହାରର ତିଳେମାତ୍ର ବିକାଶ ହୋଇନାହିଁ ବୋଲି ଗୁରୁବାର ବିହାରର ବିଭିନ୍ନ ସ୍ଥାନରେ ନିଜର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିହାରର ତରୈୟା, ମଧୁବନ, ରୋସଡା ଓ ପିପରାର ବିଭିନ୍ନ ଅଞ୍ଚଳରେ…
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା। କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ଧର୍ମେନ୍ଦ୍ର ହରିୟାନାର ମେଦାନ୍ତ ହସପିଟାଲ ଭର୍ତ୍ତି ହୋଇଛନ୍ତି। ୫୧ ବର୍ଷୀୟ ଧର୍ମେନ୍ଦ୍ର ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀଭାବେ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେରେ…
Read More...

ଅମିତ ଶାହାଙ୍କୁ କରୋନା ସ୍ଥିତି ବାବଦରେ ଅବଗତ କରାଇଲେ କେଜ୍ରିଓ୍ୱାଲ

ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ଗୃହମନ୍ତ୍ରୀ ଅମିତ ଶାହା ସଂକ୍ରମଣ ପ୍ରସଙ୍ଗରେ ଚଳିତ ସପ୍ତାହରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଏବଂ ଦିଲ୍ଲୀର ଉପରାଜ୍ୟପାଳ ଅନୀଲ ବାଇଜଲଙ୍କ ସହିତ ବୈଠକ…
Read More...

ରଥଯାତ୍ରା ପାଇଁ ସମ୍ବିତ ପାତ୍ର ଦାଖଲ କଲେ ପିଟିସନ୍

ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର। ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ, ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେଉଥିବା ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ସେ…
Read More...

ଗଜପତି ମହାରାଜ ଏବଂ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଅନୁରୋଧ ଏବଂ ଅପେକ୍ଷାକୁ ପାଳନ କରନ୍ତୁ ରାଜ୍ୟ ସରକାର :ସମୀର ମହାନ୍ତି

ରଥଯାତ୍ରା ଓ ଶ୍ରୀମନ୍ଦିର ପରିଚାଳନାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ବିଶେଷ ଭୂମିକା ରହିଛି । ଏ ଦୁଇ ଆସ୍ଥା କେନ୍ଦ୍ର ଯେଉଁ ଅନୁରୋଧ ଓ ଅପେକ୍ଷା ରଖୁଛନ୍ତି ରାଜ୍ୟ ସରକାର ତାହାକୁ ପାଳନ କରନ୍ତୁ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି…
Read More...

ଦେଶର ସୈନିକଙ୍କ ମନୋବଳକୁ ଦୃଢ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ଧର୍ମେନ୍ଦ୍ର ପ୍ରଧାନ

ଭାରତ ଓ ଚୀନ ମଧ୍ୟରେ ସୀମା ବିବାଦ ଦେଖାଯାଇଥିବା ବେଳେ ଏହି ସଂକଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବୀର ସୈନିକ ମାନଙ୍କ ମନୋବଳକୁ ଦୃଢ କରିଛନ୍ତି । ଦେଶର ଅଖଣ୍ଡତାକୁ ସୁରକ୍ଷା ଦେବା ପାଇଁ ପ୍ରଧାନମନ୍ତ୍ରୀ ସୈନିକ ମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି ବୋଲି କହିଛନ୍ତି…
Read More...

ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ନବୀନ: ମୋଦିଙ୍କ ଆଗରେ ଏହି ୩ ଦାବି ରଖିଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବୌଠକ ବେଳେ ୩ଟି ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାବି ଗୁଡିକ ହେଲା ଯୁକ୍ତ ଦୁଇ ପରୀକ୍ଷା ସରିବା ପରେ ଜାତୀୟ ସ୍ତରୀୟ ପ୍ରବେଶିକା ପରୀକ୍ଷା ହେଉ । ଉପସାଗରୀୟ ଦେଶରେ ଅଟକ ଓଡିଆ ଲୋକଙ୍କୁ କେନ୍ଦ୍ର ଆଣିବା ପାଇଁ ବ୍ୟବସ୍ଥା କରୁ ।…
Read More...