ରଙ୍ଗ ଓ ସିଲାଇ କାମ ଜୋରଦାର, ତିନି ରଥ ନିର୍ମାଣ ଚୂଡାନ୍ତ
ଆଜି ତିନି ରଥର ନିର୍ମାଣ କାର୍ଯ୍ୟ ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥର ପୋଟଳ ପଡି ପାରାଭାଡି ଉଠିଥିବାବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ । ଏହାର ରଙ୍ଗକାମ ଦ୍ରୁତି ଗତିରେ ଚାଲିଛି । ରଙ୍ଗ ସରିଲାପରେ ରଥରେ ତାହା ଖଞ୍ଜାଯିବ । ସେହିଭଳି ଗତକାଲି ତିନି ରଥର ୨ଟି ଲେଖାଁଏ ଦୁଆର ଘଡା…
Read More...
Read More...