Browsing Tag

puri

ରଙ୍ଗ ଓ ସିଲାଇ କାମ ଜୋରଦାର, ତିନି ରଥ ନିର୍ମାଣ ଚୂଡାନ୍ତ

ଆଜି ତିନି ରଥର ନିର୍ମାଣ କାର୍ଯ୍ୟ ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥର ପୋଟଳ ପଡି ପାରାଭାଡି ଉଠିଥିବାବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ । ଏହାର ରଙ୍ଗକାମ ଦ୍ରୁତି ଗତିରେ ଚାଲିଛି । ରଙ୍ଗ ସରିଲାପରେ ରଥରେ ତାହା ଖଞ୍ଜାଯିବ । ସେହିଭଳି ଗତକାଲି ତିନି ରଥର ୨ଟି ଲେଖାଁଏ ଦୁଆର ଘଡା…
Read More...

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଦ୍ୱିତୀୟ କିସ୍ତି ସହାୟତା

ଶ୍ରୀମନ୍ଦିର ସେବାୟତମାନେ ଖୁବ୍‍ଶୀଘ୍ର ଦ୍ୱିତୀୟ କିସ୍ତିର ସହାୟତା ପାଇବେ । କରୋନା ପରିପ୍ରେକ୍ଷୀରେ ସେବାୟତମାନଙ୍କୁ ସହାୟତା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୫୦୦୦ ଟଙ୍କା କରି ସହାୟତା ଯୋଗାଇ ଦିଆଯାଇଥିଲା । ଦ୍ୱିତୀୟ କିସ୍ତିରେ ମଧ୍ୟ ଅନୁରୂପ ପରିମାଣ ସହାୟତା…
Read More...