ଚାଲିଗଲେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକ
ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରଲୋକ ନେଇ ସ୍ପଷ୍ଟ କଲେ ଶାରଦାଙ୍କ ସାନ ଭାଇ ସଂଗୀତଜ୍ଞ…
Read More...
Read More...