ଆଜିଠୁ + 2 ଅଫ୍ଲାଇନ୍ ଖାତା ଦେଖା ଆରମ୍ଭ
ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅଫ୍ଲାଇନ୍ ଖାତା ଦେଖା । ରାଜ୍ୟର ମୋଟ୍ ୬୬ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ ହେବ। କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟ ଉପରେ ଖାତା ଦେଖା ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ଜଣାପଡ଼ିଛି । ସକାଳ…
Read More...
Read More...