ରାଜ୍ୟରେ ଚିହ୍ନଟ ହେଲେ ୩୭୪୮ କରୋନା ଆକ୍ରାନ୍ତ, ଆଗରେ ଖୋର୍ଦ୍ଧା

0

ରାଜ୍ୟରେ ୩୭୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୨୨୧୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୫୩୮ ଟି ହେଉଛି ଲୋକାଲ୍ କେସ୍‌।

Leave A Reply

Your email address will not be published.

14 − 9 =