ରାଜ୍ୟରେ  ୪୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

0

ରାଜ୍ୟରେ  ୪୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅ‍‍ବଶିଷ୍ଟ ୧୭୪୬ ହେଉଛି ଲୋକାଲ୍ କେସ୍‌।

Leave A Reply

Your email address will not be published.

nine − eight =