୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନୟାଗଡ , କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ୨୩ ଟି ଜିଲ୍ଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ , ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର,କଳାହାଣ୍ଡି , ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.

ten + 6 =